Paperback
Ordinary lives, extraordinary characters: humanity shines through societal struggles.
$26.83
  • Paperback

    118 pages

  • Release Date

    16 January 2023

Check Delivery Options

Summary

ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର]୍ୟ ।

Book Details

ISBN-13:9781645603412
ISBN-10:1645603415
Author:Sneha Mishra
Publisher:Black Eagle Books
Imprint:Black Eagle Books
Format:Paperback
Number of Pages:118
Release Date:16 January 2023
Weight:159g
Dimensions:7mm x 140mm x 216mm
A-Format
B-Format
Devi by Sneha Mishra - ISBN: 9781645603412
140 × 216 mm
C-Format
A4
mm / in
About The Author

Sneha Mishra

ସ୍ନେହ ମିଶ୍ର (ସମ୍ବଲପୁର) ସାମ୍ପ୍ରତିକ ଓଡ଼ିଆ ସାହିତ୍ୟର ଜଣେ ପରିଚିତ ଗାଳ୍ପିକା । ବୃତ୍ତିରେ ଇଂରାଜୀ ଅଧ୍ୟାପିକା । ‘ସପ୍ତପଦୀ’, ‘କୁରେଇଫୁଲ ଓ ଅନ୍ୟାନ୍ୟ କାହାଣୀ’ ଏବଂ ‘ଭିନ୍ନସ୍ରୋତ’ ତାଙ୍କର ପ୍ରକାଶିତ ଗଳ୍ପ ସଂକଳନ । ଅନୁବାଦ ସାହିତ୍ୟରେ ମଧ୍ୟ ତାଙ୍କର ବିଶେଷ ଋଚି ରହିଛି । ‘ଏକ ହରିଜନର ମୃତ୍ୟୁ’, ‘ମାର୍କସବାଦ’ ଓ ‘ସାହିତ୍ୟ ସମାଲୋଚନା’, ‘ସୁଲା’, ‘ଅପତ୍ୟର ଇତିକଥା’, ‘ଧନ କାନ୍ଦନାରେ’, ‘ଜ୍ଞାନପୀଠ ବିଜେତାଙ୍କ କାହାଣୀ’, ‘ଜ୍ଞାନପୀଠ ବିଜେତାଙ୍କ କବିତା’, ‘ହାଲୁକା ମଣିଷ’ ଇତ୍ୟାଦି ତାଙ୍କର ପ୍ରକାଶିତ ଅନୁବାଦ ପୁସ୍ତକ ।ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ]୍ୟ ।

Returns

This item is eligible for free returns within 30 days of delivery. See our returns policy for further details.